ଭୁୁବନେଶ୍ୱର/ସଞ୍ଜୁ– ଓଡିଶାରେ ଦ୍ୱିତୀୟ ଏମ୍ସ ପାଇଁ ଅନୁମତି ପ୍ରସ୍ତାବ ଦିଆଯାଇଛି । ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୁଷଣଙ୍କୁ ଚିଠି ଲେଖିଛନ୍ତି ।ସୁନ୍ଦରଗଡ ଜିଲ୍ଲାରେ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି । ରାଜ୍ୟ ପାଇଁ ଦ୍ୱିତୀୟ ଏମ୍ସ ପ୍ରସ୍ତାବ ବିଚାରଧୀନ ରହିଛି ।