ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତି ଗୁରୁତର

0

(ରଜନୀକାନ୍ତ ପାତ୍ର /ଗଞ୍ଜାମ): ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତି ଗୁରୁତର । ଗୁରୁତର ବ୍ୟକ୍ତି ଜଣକ ହେଲେ ଶେରଗଡ଼ ପଟାବାବୁଲି ଅଞ୍ଚଳର କାଳୁ ସ୍ୱାଇଁ । ସେ ବାଲିସିରା ସେକସନ ଅନ୍ତରଙ୍ଗ ଠାରେ କାମ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ପ୍ରଥମେ ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା । ପରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ।