(ହର ପ୍ରସାଦ ବିଶୋଇ)ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୨୨ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ମଧ୍ୟରେ ମୋ ପ୍ରକଳ୍ପ ସ୍ଥାନ ପାଇଥିବାରୁ ମୁଁ ଖୁସି ଅନୁଭବ କରୁଛି । ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ସ୍ୱାଗତ ଯୋଗ୍ୟ ବୋଲି ଶିଳ୍ପପତି ରାଜୀବ ମିତ୍ତଲ କହିଛନ୍ତି ।