‘ସମାଜ’ ପକ୍ଷରୁ ବ୍ଳକ ସ୍ତରୀୟ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା

0

(ଓମ ପ୍ରକାଶ ମିଶ୍ର)ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଦୈନିକ ଖବର କାଗଜ ‘ସମାଜ’ ପକ୍ଷରୁ ବ୍ଳକ ସ୍ତରୀୟ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ସ୍ଥାନୀୟ ସାହାରା ଟ୍ରଷ୍ଟ ହାଇସ୍କୁଲରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ର ପ୍ରାୟ ୧୭୦ ଜଣ ଛାତ୍ରଛାତ୍ରୀ ଅଶଂ ଗ୍ରହଣ କରିଥିଲେ।ପ୍ରତିଯୋଗିତାରେ ପୁରସ୍କାର ବିତରଣୀ ଉସବରେ ମୁଖ୍ୟ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଦେବୀ ପ୍ରସାଦ ଦାସ ଓ ସ୍ୱତନ୍ତ୍ର ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡା ଯୋଗଦେଇ ଉତ୍କଳ ମଣି ଗୋପବନ୍ଧୁ ଦାସ ଙ୍କ ଭଳି ସେବା ମନବୄତି ନେଇ କାର୍ୟ୍ୟ କଲେ ଏକ ସୁସ୍ଥ ସମାଜ ଗଠନ ହୋଇ ପାରିବ ବୋଲି ମତ ପ୍ରକାଶ କରିଥିଲେ। କୄତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି।ଏହି ବିତରଣୀ କେନ୍ଦ୍ର ରେ ସାହାରା ଟ୍ରଷ୍ଟ ର ଅଧ୍ୟକ୍ଷ ଗତିକୄଷ୍ମ ମିଶ୍ର ,ଉଲୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ କଲେଜର ଅଧ୍ୟକ୍ଷ ଡ଼,ଦେବାଶିଷ ପାଣ୍ଡିଆ,ଜିଲ୍ଲା ସମାଜ ପ୍ରତିନିଧି ସ୍ୱ।ଧିନ ମେହେର,ବିଶିଷ୍ଟ ସମାଜ ସେବୀ ଶ୍ରୀବଛ ମଲ୍ଲିକଏବଂ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ।