୨୪ ଘଣ୍ଟା ମଧ୍ୟରେ ୧୦୪୧ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସପାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୦୪୧ ନୂଆ କେସ୍‌ ଚିହ୍ନଟ ହୋଇଥିବା ବେଳେ ଶିଶୁ ରହିଛନ୍ତି ୧୨୮ ଜଣ ।

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସପାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୦୪୧ ନୂଆ କେସ୍‌ ଚିହ୍ନଟ ହୋଇଥିବା ବେଳେ ଶିଶୁ ରହିଛନ୍ତି ୧୨୮ ଜଣ । ଅନ୍ୟପଟେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭ ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-