୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

0

ଭୁୁବବେଶ୍ୱର/ ସଞ୍ଜୁ– ଆଜି ରାଜ୍ୟରେ ୧୨ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୪୯୫ ରେ ପହଞ୍ଚିଛି । ଏନେଇ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତ ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏ, ଅନୁଗୁଳ, ପୁରୀ, କୋରାପୁଟ, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।