ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

0

ମାଲକାନଗିରି: ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି  ଜିଲ୍ଲା ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜଙ୍ଗଲରେ  ମଧ୍ୟରେ ହୋଇଥିଲା ଗୁଳି ବିନିମୟ । ପୋଲିସର ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ । ହୋଇଛନ୍ତି । ନାହାଡ଼ି ଜାଙ୍ଗଲରେ ମାଓବାଦୀ କ୍ୟାମ୍ପ କରି ରହିଥିବା ନେଇ ଖବର ପାଇ ଚଢ଼ାଉ କରିଥିଲା ପୋଲିସ୍ । ତେବେ ଏଥିରେ ଅଳ୍ପକେ ବର୍ତ୍ତିଯାଇଥି ଟପ କ୍ୟାଡର ମାଓବାଦୀ। ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ୍। ସେପଟେ ମାଓବାଦୀ ଲ୍ୟାଣ୍ଡମଇଁନ ବିସ୍ପୋରଣରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଏବେବି ପୋଲିସ ପକ୍ଷରୁ କୁମ୍ବିଙ୍ଗ ଅପରେସନ ଜାରି ରହିଛି ।