ଆତଙ୍କବାଦୀଙ୍କ ସୂଚନା ଦେଲେ ମିଳିବ ୨୦ ଲକ୍ଷ

0

ନୂଆଦିଲ୍ଲୀ : ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ୩ ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି । ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି କଲା ସୁରକ୍ଷା ଏଜେନ୍ସୀ । ଜମ୍ମୁ କଶ୍ମୀର ସୋପିଆନ ଜିଲ୍ଳାର ବିଭିନ୍ନ ସ୍ଥାନରେ ପୋଷ୍ଟର ଦେଖିବାକୁ ମିଳିଛି । ଏହି ୩ ଆତଙ୍କୀଙ୍କ ସୂଚନା ଦେଲେ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦିଆଯିବ ।