ଗତ ୨୪ ଘଣ୍ଟା ଭିତରେ ରାଜ୍ୟରୁ ଆଉ ୨୪୮୭ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟ ବୋଲ ମାନୁନି ମହାମାରୀ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରୁ ଆଉ ୨୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

0

(ଭୁବନେଶ୍ୱର) : ରାଜ୍ୟ ବୋଲ ମାନୁନି ମହାମାରୀ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରୁ ଆଉ ୨୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୫୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଳାରୁ କେତେ ସଂକ୍ରମିତ :-