ରାଜ୍ୟରେ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ

0

ଭୁୁବନେଶ୍ୱର– ରାଜ୍ୟରେ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନରୁ ଥିବାବେଳେ ୧୬୩ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭, ମୟୂରଭଞ୍ଜରୁ ୩୧, ଅନୁଗୁଳରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Edit by sanjulata sahoo