ଆଖି ବୁଜିଲେ ୪ କରୋନା ରୋଗୀ

0

ଭୁବନେଶ୍ୱର– ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତରେ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ।

Edit by sanjulata sahoo