୫ ଜୀବନ ନେଲା ମହାମାରୀ କରୋନା

0

ଭୁୁବନେଶ୍ୱର-ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତରେ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୯୪ କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।