ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୮୨ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ କେତେବେଳେ ଉପରକୁ ତ କେତେବେଳେ ତଳ ମୁହାଁ ହେଉଛି କରୋନା ମିଟର ।
(ଭୁବନେଶ୍ଵର) : ରାଜ୍ୟରେ ଦିନକୁ ଦିନ କେତେବେଳେ ଉପରକୁ ତ କେତେବେଳେ ତଳ ମୁହାଁ ହେଉଛି କରୋନା ମିଟର । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୮୨ ନୂଆ ସଂକ୍ରମିତ ସଂଖ୍ୟା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୪୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪ ଜଣକୁ ବୃଦ୍ଧି ପାଇଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୯ ହଜାର ୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 6th October
New Positive Cases: 582
Of which 0-18 years: 83
In quarantine: 337
Local contacts: 245(Details of local contacts will be shared by concerned Dist Administration)
District Wise Cases:
1. Balasore: 19
2. Bargarh: 2
3. Bhadrak: 3
4. Balangir: 3— I & PR Department, Odisha (@IPR_Odisha) October 7, 2021