ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭୨୯୧ ନୂଆ ସଂକ୍ରମିତ ଚିନ୍ହଟ

ରାଜ୍ୟର ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭୨୯୧ ନୂଆ ସଂକ୍ରମିତ ଚିନ୍ହଟ ହୋଇଛନ୍ତି ।

0

(ଭୁବନେଶ୍ୱର) : ରାଜ୍ୟର ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭୨୯୧ ନୂଆ ସଂକ୍ରମିତ ଚିନ୍ହଟ ହୋଇଛନ୍ତି । ଏଥିରେ ୧୮ ବର୍ଷରୁ କମ୍‌ ୯୫୪ ଜଣ ଅଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୨୨୬ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୩୦୬୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୧୯୫୧ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୧୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୭୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୧୬୦୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-