ଅଗ୍ନିକାଣ୍ଡରେ ୮ ଗୋରୁ ଜୀବନ୍ତ ଦଗ୍ଧ
ଭୟାବହ ଅଗ୍ନିକାଣ୍ଡ । ଯାଜପୁର ସଦର ଥାନା ଅନ୍ତର୍ଗତ ବରୁଆଁ ପଞ୍ଚାୟତରେ ଅଗ୍ନିକାଣ୍ଡ ହୋଇଛି। ଏହି ଅଗ୍ନିକାଣ୍ଡରେ ୮ ଗୋରୁ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ୪ ଗୁରୁତର ଅଛନ୍ତି ।
(ଯାଜପୁର) : ଭୟାବହ ଅଗ୍ନିକାଣ୍ଡ । ଯାଜପୁର ସଦର ଥାନା ଅନ୍ତର୍ଗତ ବରୁଆଁ ପଞ୍ଚାୟତରେ ଅଗ୍ନିକାଣ୍ଡ ହୋଇଛି। ଏହି ଅଗ୍ନିକାଣ୍ଡରେ ୮ ଗୋରୁ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ୪ ଗୁରୁତର ଅଛନ୍ତି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ ।
ସୂଚନାନୁଯାୟୀ , ଏହି ଅଗ୍ନିକାଣ୍ଡରେ ୮ ଗୋରୁ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ୪ ଗୁରୁତର ଅଛନ୍ତି । ପଞ୍ଚାୟତର ପ୍ରତାପ ବେହେରାଙ୍କ ଗୁହାଳ ଘରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି । ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ତାହାର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ ।