ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ନୂଆ ସଂକ୍ରମିତ ଚିହ୍ନଟ

  ରାଜ୍ୟରେ ଦିନକୁ ଦିନ  କରୋନା ସଂକ୍ରମଣ ହ୍ରାସପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ନୂଆ କେସ୍‌ ଚିହ୍ନଟ ହୋଇଥିବା ବେଳେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି ।

0

(ଭୁବନେଶ୍ୱର) :  ରାଜ୍ୟରେ ଦିନକୁ ଦିନ  କରୋନା ସଂକ୍ରମଣ ହ୍ରାସପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ନୂଆ କେସ୍‌ ଚିହ୍ନଟ ହୋଇଥିବା ବେଳେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା ସବୁଦିନ ୧୦୦ ଉପରେ ରହୁଛି । ଅନ୍ୟପଟେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୪ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭ ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-