ଟ୍ରକ ଧକ୍କା ଯୁବକ ମୃତ

0

( ସର୍ବେଶ୍ୱର ପାତ୍ର): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଜିରିଡାମାଳିଠାରେ ଏକ ପିଡିଏସ ଚାଉଳ ବୋଝେଇ ଟ୍ରକ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ବିଦ୍ୟାଧର ନାୟକ ବୋଲି ଜଣାପଡିଛି । ଏହାକୁ ନେଇ ସ୍ଥାନୀୟ ବାସିନ୍ଦା ଜାତୀୟ ରାଜପଥ ୫୩ ଅବରୋଧ କରିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।