ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ

0

ଭୁବନେଶ୍ୱର; ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି । ୧ଲକ୍ଷ ୯୯ ହଜାର ୧୭୭ ଏକର ଜମିରେ ଚାଷ କ୍ଷତିଗସ୍ତ ହୋଇଛି । କେନ୍ଦ୍ରାପଡ଼ାରେ ୨୩ ହଜାର ହେକ୍ଟର ଜମି କ୍ଷତି ହୋଇଛି । ସର୍ବାଧିକ ରାଜ କନିକା, ଆଳି, ମହକ୍ଷକକ୍ଷଳ ପଡ଼ା କ୍ଷତିଗ୍ରସ୍ତ ହୋଇଛି । ଭଦ୍ରକରେ ୨୪ ହଜାର ୧୧୫ ହେକ୍ଟର ଜମି କ୍ଷତି ହୋଇଛି । ବାସୁଦେବ ପୁର, ଚାନ୍ଦବାଲି, ଭଣ୍ଡାରି ଭୋଖରି, ଧାମନଗରରେ କ୍ଷତି ହୋଇଛି । ବାଲେଶ୍ୱରରେ ୩୧୪୦ ହେକ୍ଟର ଜମି କ୍ଷତି ହୋଇଛି । ସେହିପରି ମୟୂରଭଞ୍ଜ ରେ ମୋଟ ୨୩୮୧ ହେକ୍ଟର ଚାଷ ଜମି କ୍ଷୟକ୍ଷତି ହୋଇଛି । ଯାଜପୁରରେ ୨୭୦୯, ଜତସିହ ପୁର ୨୪୯୮ ହେକ୍ଟର ଜମି କ୍ଷୟ କ୍ଷତି ହୋଇଛି।