୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ

0

ଭୁବନେଶ୍ୱର: ଅତିରିକ୍ତ ବଜେଟ୍ ଉପସ୍ଥାପିତ । ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍ । ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ । ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି । ଉଇଚୠ ମୁତୟନ ପାଇଁ ୨୯୯କୋଟି ଟଙ୍କା ବ୍ୟୟବରାଦ । ପୋଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧କୋଟି । ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି । ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି । ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬କୋଟି ଟଙ୍କା ବ୍ୟୟବରାଦ । ମଧୁବାବୁ ପେନସନ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା । ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା । ରତ୍ନଭଣ୍ଡାର ପାଇଁ ୫କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ଏହା ପରେ ଆସନ୍ତାକାଲି ପାଇଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ।