ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ବନ୍ଦ ହେଲା ସବୁ ଗେଟ୍ । ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଗେଟ୍କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ ରହିଥିବା ସୂଚନା ରହିଛି ।