ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ

0

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ । ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ପ୍ରଥମେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ତାଙ୍କ ନାମାଙ୍କନ ପତ୍ର ଭରିଛନ୍ତି । କ୍ରମାଗତ ଦ୍ୱିତୀୟ ଥର ପାଇଁ ଅପରାଜିତା ଷଡଙ୍ଗୀ ଭୁବନେଶ୍ୱର ଆସନରୁ ସାସଂଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଡୁଛନ୍ତି ।