ବିଜେଡିରୁ ଇସ୍ତଫା ଦେଲେ ଭୁବନେଶ୍ୱର ୩୭ ନମ୍ୱର ୱାର୍ଡର କର୍ପୋରେଟର ବନ୍ଦିତା ପାଲ ଓ ତାଙ୍କ ସ୍ୱାମୀ

0

ଭୁବନେଶ୍ୱର; ବିଜେଡିରୁ ଇସ୍ତଫା ଦେଲେ କର୍ପୋରେଟର । ବିଜେଡି ଛାଡି ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି । ସ୍ୱାଧୀନଭାବେ ବିଜୟୀ ହେବା ପରେ ବିଜେଡିରେ ସାମିଲ ହୋଇଥିଲେ। ରାଜନୈତିକ କାରଣ ଦର୍ଶାଇ ଭୁବନେଶ୍ୱର ୩୭ ନମ୍ୱର ୱାର୍ଡ ର କର୍ପୋରେଟର ବନ୍ଦିତା ପାଲ ଓ ତାଙ୍କ ସ୍ୱାମୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ତେବେ ସେ ବିଜେପିରେ ମିଶିବେ ବୋଲି ସୂଚନା ମିଳିଛି।