ରାଜ୍ୟରେ ମଣିଷକୁ ସଂକ୍ରମଣ ହୋଇନାହିଁ ବାର୍ଡ ଫ୍ଲୁ –ମନ୍ତ୍ରୀ

0

ଭୁବନେଶ୍ୱର: ରାଜ୍ୟରେ ମଣିଷକୁ ସଂକ୍ରମଣ ହୋଇନାହିଁ ବାର୍ଡ ଫ୍ଲୁ । ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ତାଙ୍କୁ ଆଇସୋଲେଶନ ରେ ରଖାଯାଇଛି। ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ ସଜାଗ ରହିଛି। ସଚେତନତା କାର୍ୟ୍ୟକ୍ରମ ବ୍ୟାପକ କରାଯାଇଛି। ବାର୍ଡ ଫ୍ଲୁ କୁ ନେଇ ଆତଙ୍କିତ ନ ହେବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ।