ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ

0

ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍‌ । ଧମକପୂର୍ଣ୍ଣ କଲ୍‌ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ବିମାନ ବନ୍ଦରରେ କଡ଼ାକଡି  ଯାଞ୍ଚ କରାଯାଉଛି।