ପୁରୀ: ଫେଲ ମାରିଲା କୁଚକ୍ରି ଗୋଷ୍ଠିଙ୍କ ସମସ୍ତ ଉଦ୍ୟମ । ଶ୍ରୀମନ୍ଦିରର ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ ହୋଇପାରିବ ଅଭ୍ୟର୍ଥନା କକ୍ଷ । ଶ୍ରୀମନ୍ଦିର ପ୍ରଶାସନକୁ ଏନଓସି ପ୍ରଦାନ କରିଛି NMA । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ଜଣାଇଛି ଜାତୀୟ ସ୍ମାରକୀ ପ୍ରାଧିକରଣ । ୭୫ ମିଟର ପରିଧି ଭିତରେ ଅଭ୍ୟର୍ଥନା କକ୍ଷ ସହ ରଘୁନନ୍ଦନ ପାଠାଗାର ନିର୍ମାଣକୁ ଅନୁମତି ପ୍ରଦାନ କରାଯାଇଛି । । ଏପ୍ରିଲ ୨୫ ତାରିଖରେ ବସିଥିବା ବୈଠରେ ବିଧିବଦ୍ଧ ଅନୁମତି ମିଳିଛି ।