ମାଲକାନଗିରିରେ ୪ ହଜାର କୋଟି ବ୍ୟୟରେ ନିର୍ମାଣ ହେବ ସିମେଣ୍ଟ କାରଖାନା- ମୁଖ୍ୟମନ୍ତ୍ରୀ

0

ମାଲକାନଗିରି: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ।