ଭୁବନେଶ୍ୱର;ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ।ଏସଆରସି କାର୍ଯ୍ୟାଳୟରେ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା ପରିସ୍ଥିତି ପରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ,ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ । ମୁଖ୍ୟ ସଚିବ ,ଡିସି, ଏସଆରସି,କୃଷି ସଚି ପ୍ରମୁଖ ଉପସ୍ଥିତ ।