୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା By Reporters Today Bureau On May 9, 2023 0 Share ଭୁବନେଶ୍ବର: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ । ପଡ଼ିରହିଥିବା ସରକାରୀ କାର୍ଯ୍ୟର ସମୀକ୍ଷା କରିବେ ନବୀନ। ଆସନ୍ତା ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବେ । BhubaneswarOdishaReporters Today 0 Share FacebookTwitterGoogle+ReddItWhatsAppPinterestEmail