ବିଧାନସଭାରେ ହାତାହାତିକୁ ନେଇ କଂଗ୍ରେସର ଚରମ ନିଷ୍ପତ୍ତି !

0

ବ୍ୟୁରୋ :ନିଲମ୍ବନ ନ ହଟିଲା ପର‌୍ୟ୍ୟନ୍ତ ବିଧାନସଭାକୁ ବୟକଟ କଲା କଂଗ୍ରେସ। ୭ ଦିନ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି। ନ୍ୟାୟ ପାଇଁ ଗାନ୍ଧୀ ମୂର୍ତ୍ତୀ ନିକଟରେ ଶାନ୍ତି ପୂର୍ଣ୍ଣ ଭାବରେ ବସିବେ ବିଧାୟକ। ତାର ବାହିନୀପତିଙ୍କ ବିସ୍ଫୋରକ ବୟାନ ମତେ ଜୀବନରୁ ମାରିଦେବାକୁ ଚେଷ୍ଟା କରିଥିଲେ। ଗୃହରେ ଯାହା ଘଟିଲା ଏହା ହେଉଛି ବିଜେପିର ଗଣତନ୍ତ୍ର ଓ ଓଡ଼ିଆ ଅସ୍ମିତା। ପବିତ୍ର ଗୃହରେ ମା ମାଉସୀ ନେଇ ଗାଳି କରିବା ଏହା ହେଉଛି ବିଜେପିର ଆଚାର ଉଚ୍ଚାରଣ। ଅନେକ ସମୟରେ ମୁଁ ଗୃହରେ ଅନେକ ପ୍ରଶ୍ନ ପଚାରିଥିଲି ତାଙ୍କୁ ବାଣ ଭଳିଆ ଭେଦିଥିଲା। ଜୟ ନାରାୟଣ ମିଶ୍ରଙ୍କୁ ମୁଁ ଉଚିତ୍ ଜବାବ ଦେଇ ପାରିଥାନ୍ତି କିନ୍ତୁ ଗଣତନ୍ତ୍ର ମନ୍ଦିରରେ କଂଗ୍ରେସ ଭୁଲି ନାହିଁ ଶାଳୀନତା।