ଭୁବନେଶ୍ୱର: ଆସନ୍ତା ଫେବୃୟାରୀ ୯ ତାରିଖ ରେ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ଓ ସି ଏ ର ସଭାପତି ଓ ସମ୍ପାଦକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ନିମନ୍ତ୍ରିତ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଓ ସି ଏ ରୁ ପ୍ରଥମ ଟିକେଟ କିଣିଛନ୍ତି।