ଭୁବନେଶ୍ୱର: ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ମେ’ ମାସରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା । ଆସନ୍ତା ମେ’ ୬ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ହେବ ଏହି ପରୀକ୍ଷା । ତେେ ବଏହି ପରୀକ୍ଷା ଟି ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ ଟି କେନ୍ଦ୍ରରେ ପରୀକ୍ଷା ହେବା ନେଇ ସୂଚନା ରହିଛି । ଏଥିପାଇଁ ଆଜି ଠାରୁ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ଏହା ଅସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି କୁହାଯାଉଛି ।