ବରୀରୁ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ

0

ଯାଜପୁର ଜିଲ୍ଲା ବରୀରୁ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ। ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବା ସୋସିଆଲ ମିଡ଼ିଆରେ କହିଲେ। ବିଜେପିରୁ ଟିକେଟ୍ ନମିଳିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଦେବାଶିଷ। ଗତକାଲି ବରୀରୁ ଉମେଶ ଜେନାଙ୍କୁ ପ୍ରାର୍ଥୀ କରିଛି ଭାରତୀୟ ଜନତା ପାର୍ଟି। ବିଜେପି ଟିକେଟରେ ନିର୍ବାଚନ ଲଢ଼ିବା ନେଇ କିଛି ଦିନ ତଳେ ବିଜେଡ଼ି ଛାଡ଼ିଥିଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ।