ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ଉଚ୍ଚ ରକ୍ତଚାପ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରି ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ଯକ୍ଷତା ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଉଚ୍ଚ ରକ୍ତଚାପ ରୋଗ ର କାରଣ ଓ ନିରାକରଣ ଉପରେ ଆଲୋଚନା କରି ରକ୍ତ ଚାପ ଜନିତ ମୃତ୍ୟୁହାରକୁ କମ୍ କରିବା ଉପରେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକି ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାସ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦାବର * ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ଵାଇଁ, ସ୍ଵାଇଁ, ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ରୂପକ କୁମ କୁମାର ମହାପାତ୍ର ଜିଲ୍ଲା ସ୍ଵାସ୍ଥ୍ୟ ମିଶନ, ମହିଳା ସ୍ଵାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ର ଅଧୀକ୍ଷ ଧୀକ୍ଷକ ସ୍ମିତାଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଉକ୍ତ ଦିବସ ର ସ୍ଲୋଗାନ, ମୃତୃ ହାର ଲୋକପାତ ସନ୍ତୁଳିତ ଖାଦ୍ୟ ଖାଦ୍ୟ, ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା ଓ ନିୟମିତ ର ରକ୍ତଚାପ ପରୀକ୍ଷା କରାଇ ଡାକ୍ତର ଙ୍କ ପରାମର୍ଶ କ୍ରମେ ଔଷଧ ଧ ସେବନ କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ, ଉଚ୍ଚ ରକ୍ତଚାପ ଜନିତ ମୃତୃ କୁ ନିହାତି ହ୍ରାସ କରି କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ ଆଲେକପାତ କରିଥିଲେ । ଅତିଥ୍ ବୃନ୍ଦ ଡ୍ରଇଂ ଓ କୁଇଜ୍ କୁଇଜ୍ ପ୍ରତିଯୋଗୀ ୧୦ ଜଣ ଙ୍କୁ ପୁରସ୍କୃତ କରିଥିଲେ । ଉକ୍ତ ସଭାରେ ନସିଂ ସ୍କୁଲ ର ଛାତ୍ର ଛାତ୍ରୀ, ନସିଂ ଅଫିସର, ସ୍ବାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧୂକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ବନ୍ଧୁ ମାନେ ଉପ ଉପସ୍ଥିତ ଥିଲେ, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧୂକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥୁବାବେଳେ ଜିଲ୍ଲା ଅଣ ସଂକ୍ରାମକ ରୋଗ ସଂଜୋଜକ ଗୀତାଞ୍ଜଳି ମେହେର, ସେହେଲି ) ହଲଦାର୍ ଏପିଦେମି( ଏପିଦେମିଓଲୋଜିଷ୍ଟ, ଅନୁପ ରଞ୍ଜନ ଦାସ,ଦେବାଶିଷ ବାରିକ କାର୍ଯ୍ୟକ୍ରମ ରେ ସହଯେ ସହଯୋଗ କରିଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।