ନୂଆ ବର୍ଷ ପାଇଁ କଠୋର ହେଲା ଅବକାରୀ ବିଭାଗ

0

ଭୁବନେଶ୍ୱର: ନୂଆ ବର୍ଷ ପାଇଁ କଠୋର ହେଲା ଅବକାରୀ ବିଭାଗ। ଅବକାରୀ ପଲିସି ନ ମାନିଲେ କାର୍ଯାନୁଷ୍ଠାନ ହେବ। ବିଶେଷ କରି ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ  କାର୍ଯାନୁଷ୍ଠାନ ହେବ। ବେଆଇନ ମଦ ବିକ୍ରି ଉପରେ ଅଙ୍କୁଶ ଲାଗିବ। ଯିଏ ବି ଏଥିରେ ଜଡ଼ିତ ହେବେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ।