ଭୁବନେଶ୍ୱର: ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ବର୍ତ୍ତମାନ ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ହ୍ରାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଥିବା ଜଣାଯାଇଛି ।ଏ ନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ତଥା ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।