ପୂର୍ବ ଶତ୍ରୁତାରୁ ୨ ଗୋଷ୍ଠୀ ମଧ୍ୟରେ ପିଟାପିଟି: ୨ ଆହତ

0

ଆନନ୍ଦପୁର: ପୂର୍ବ ଶତ୍ରୁତାରୁ ୨ ଗୋଷ୍ଠୀ ମଧ୍ୟରେ ପିଟାପିଟି । ଏଥିରେ ଦୁଇ ଜଣ ଆହତ ହୋଇଛନ୍ତି । ଘଷିପୁରା ଥାନା ବୀରମିତ୍ରପୁର ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି । ଏଥିପାଇଁ ୩ ଜଣଙ୍କୁ ଅଟକ ରଖିଛି ପୋଲିସ ।