ଆଇଏଏସ ଅଧିକାରୀ ମନୋଜ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ

0

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ୨୦୦୬ ବ୍ୟାଚର ଆଇଏଏସ , ଇଣ୍ଟର-କ୍ୟାଡର ଡେପୁଟେସନରେ ଆସିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ସେଷ୍ଠ ଆଇଏଏସ ଅଧିକାରୀ ମନୋଜ ସାହୁଙ୍କୁ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି ଏବଂ ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି ।