ଶୁଭମନ ଗିଲ ଓ ରିଷବ ପନ୍ତଙ୍କ ଦମଦାର ଶତକ

ବ୍ୟୁରୋ : ଶୁଭମନ ଗିଲ ଓ ରିଷବ ପନ୍ତଙ୍କ ଦମଦାର ଶତକ । ବିଜୟର ଦ୍ବାରଦେଶରେ ଟିମ ଇଣ୍ଡିଆ । ଜିତିବାକୁ ଭାରତକୁ ଦରକାର ଆଉ ୬ ୱିକେଟ । ବାଂଲାଦେଶକୁ ବିଜୟ ପାଇଁ ଆବଶ୍ୟକ ୩୫୭ । ଚେନ୍ନାଇରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ତୃତୀୟ ଦିନ ଖେଳ ଶେଷ ହୋଇଛି । ପାଖାପାଖି ୬୩୪ ଦିନ ପରେ ଟେଷ୍ଟ୍ କ୍ରିକେଟ୍‌କୁ ଫେରି ଆବେଗ ଓ ଆତ୍ମବିଶ୍ବାସଭରା ଷଷ୍ଠ ଶତକରେ ଋଷଭ ପନ୍ତ (୧୦୯) ସମସ୍ତଙ୍କ ହୃଦୟ … Continue reading ଶୁଭମନ ଗିଲ ଓ ରିଷବ ପନ୍ତଙ୍କ ଦମଦାର ଶତକ