ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ : ସାଢେ ୧୧ ପର୍ଯ୍ୟନ୍ତ ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ୱତି

0

ଭୁବନେଶ୍ୱର: ଦୁଇ ଦିନ ବିରତି ପରେ ପୁଣି ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ କରିଛନ୍ତି ବିରୋଧୀ ଦଳର ନେତା। ଏହା ସହ ବାଚସ୍ପତିଙ୍କ ପୋଡିୟମ୍ ନିକଟରେ କଂଗ୍ରେସ ସଦସ୍ୟ ନାରାବାଜି କରିଛନ୍ତି। ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ହୋହାଲ୍ଲା। ଫଳରେ ଗୃହକୁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ଜାତିଭିତ୍ତିକ ଜନଗଣନା ଆଲୋଚନା ଦାବିରେ ପ୍ରବଳ ହୋହାଲ୍ଲା ହୋଇଛି।