ପଟ୍ଟାମୁଣ୍ଡାଇ: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ଆଜିଠାରୁ ବନ୍ଦ ରହିବ ଭିତରକନିକା । ରାଜନଗର ଉପଖଣ୍ଡ ଅଧିକାରୀଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ସୂଚନା ଅନୁଯାୟୀ, କୁମ୍ଭୀର ପ୍ରଜନନ ପାଇଁ ଆଜିଠୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଯାହା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ରହିବ ବନ୍ଦ । ମାନେ ପୁରା ତିନି ମାସ ଧରି ଭିତରକନିକା ଜାତୀୟ ଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟ ଟକ ଯାଇପାରିବେନାହିଁ । ଏହି ସମୟରେ ପୁରା ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ।