ଉମରକୋଟ / ମନୋଜ କୁମାର ନାୟକ: ବାଇକ୍ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ । ଉମରକୋଟ ଧଡ୍ରା ନିକଟରେ ଘଟିଛି ଏଭଳି ଦୁର୍ଘଟଣା । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧୋକ୍କା ହବା ଫଳରେ ଚାରି ଜଣକ ଅବସ୍ଥା ଗୁରୁତର ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ଖବର ପାଇ ଘଟଣା ସ୍ଥଳରେ ଉମରକୋଟ ପୋଲିସ ପହଞ୍ଚି ତଦନ୍ତ ଅରମ୍ଭ ରଖିଛି । ତିନି ଗୁରୁତରଙ୍କୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତର କରାଯାଇଛି ।