ଆମର ସ୍ୱଭାଗ୍ୟ। ଆମେ କୋଟିଏ କହିଥିଲୁ। ଏବେ ଗାଁର ସୁଭଦ୍ରମାନେ ଆମକୁ ପ୍ରସ୍ତୁତ କରିଦେଲେ। ଆମେ ପୂର୍ବରୁ ୯୮ ଲକ୍ଷ ଦେଇଥିଲୁ। ତେଣୁ ଆସନ୍ତା ୬ ତାରିଖରେ ଯାହା ବାକି ଅଛି, ଯାହା ସେ ଟଙ୍କା ଦେବୁ। ଏବେ ସୁଭଦ୍ରା ମ୍ୟାଜିକ ନମ୍ବର କୋଟିଏରୁ ଉର୍ଦ୍ଧ୍ବ ଛୁଇଁଛି। ମାର୍ଚ୍ଚ ୩୧ ହେଉଛି ଏଥର ପାଇଁ ସୁଭଦ୍ରା ଆବେଦନର ଶେଷ ତାରିଖ। ଯେଉଁମାନେ ମାର୍ଚ୍ଚ ୩୧ ଭିତରେ ଆବେଦନ କରିଥିବେ ରାକ୍ଷୀ ପୂର୍ଣ୍ଣିମାରେ ଏକ କାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ। ତେଣୁ ଜିଲାପାଳ, ସୁଭଦ୍ରା ଟିମ, ମହିଳା ଶିଶୁ ବିକାଶ, ସହିତ ଅଙ୍ଗନବାଡି କର୍ମୀ, ବ୍ୟାଙ୍କ ମିତ୍ର ସମସ୍ତଙ୍କୁ ଧନ୍ୟବାଦ। ୮ ମାସରେ ଗୋଟେ ଯୋଜନା ହୋଇ କୋଟିଏ ମହିଳାଙ୍କୁ ସୁଭଦ୍ରା ମିଳିବା ଗୋଟିଏ ଇତିହାସ। ଏ ଇତିହାସ କ୍ଷଣିରେ ଗାଁର ମିହିଳାମାନେ ସାକ୍ଷୀ ସମସ୍ତଙ୍କୁ ଯାଉଛି। କୋଟିଏ ମହିଳା ଏବେ ଗୋଟିଏ କଥା କହିବେ। ମହିଳା ଦିବସ ପୂର୍ବରୁ କୋଟିଏ ଛୁଇଁଛି।