ପୋଖରୀରେ ବୁଡି ନାବାଳକ ମୃତ

0

କରଞ୍ଜିଆ ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା ମହିଳାଶୁଳି ଗାଁ ପୋଖରୀରେ ଗାଧୋଉଥିବାବେଳେ ପାଣିରେ ବୁଡି ୧୪ବର୍ଷ ନାବାଳକଙ୍କ ମୃତ୍ୟୁ ଘଟିଛି । ଅଗ୍ନିଶମ ବାହିନୀ ନାବାଳକଙ୍କୁ ପୋଖରୀରୁ ଉଦ୍ଧାର କରି ଶୁକ୍ରୁଳି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରି ରଖିଛି ।