ଏଣିକି ୭ ବର୍ଷ ପରେ ଜଣେ ଏସ୍ଆଇ ହୋଇପାରିବେ ଇନ୍ସପେକ୍ଟର ଓଡିଶାଶିକ୍ଷା By Chinmayee Swain On Nov 13, 2024 0 Share ଭୁବନେଶ୍ୱର;- ଏଣିକି ୭ ବର୍ଷ ପରେ ଜଣେ ଏସ୍ଆଇ ହୋଇପାରିବେ ଇନ୍ସପେକ୍ଟର । ପଦୋନ୍ନତିକୁ ୧୦ ବର୍ଷରୁ ୭ ବର୍ଷକୁ ଖସାଇଲେ ରାଜ୍ୟ ସରକାର । ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସ୍ଆଇ ଇନ୍ସପେକ୍ଟର ହେଉଥିଲେ ୭ ବର୍ଷ ପରେ ପଦୋନ୍ନତି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । BhubaneswarOdishareporterstoday 0 Share FacebookTwitterGoogle+ReddItWhatsAppPinterestEmail