(ମମତା ସାମଲ)ରିପୋର୍ଟସଟୁଡେ: ଆଜିଠାରୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ଦୁଇ ନାମଲେଖା ପକ୍ରିୟା । ଏହା ଆସନ୍ତ ୬ତାରିଖ ଯାଏ ଚାଲିବ । ପ୍ରଥମ ବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ୟ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି ।
ଗତକାଲି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଥିଲା। ଜୁଲାଇ ୧୨ ରେ ଦ୍ୱିତୀୟ କଟ୍ ଅଫ୍ ପ୍ରକାଶ ପାଇବ। ସିଟ୍ ବଳକା ପଡ଼ିଲେ ସ୍ପଟ୍ ଆଡମିଶନ୍ କରାଯିବ। ଜୁଲାଇ ୨୯ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠ ପଢା ଆରମ୍ଭ ହେବ।
ଉଲ୍ଲେଖ ଯୋଗ୍ୟ, ଗତକାଲି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଥିଲା ।