ଭୁବନେଶ୍ୱର: ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ । ଓଡିଶା ଗସ୍ତରେ ଆସି ଡିଜି ସମ୍ମିଳନୀରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ବି ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ଆୟୋଜିତ ଡ଼ିଜି ସମ୍ମିଳନୀରେ ଉଭୟ ଯୋଗଦେବା । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ୟ୍ୟନ୍ତ ଚାଲିବ ଏହି ଡିଜି ସମ୍ମିଳନୀ ।
ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।