ମାର୍ଚ୍ଚ ୫ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ଦରେନ୍ଦ୍ର ମୋଦୀ

0

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣିଥରେ ଓଡିଶା ଆସୁଥିବା ନେଇ ସୂଚନା ମିଳିଛି । ଏହି ଗସ୍ତ ଅବସରରେ ମୋଦୀ ଚଣ୍ଡିଖୋଲରେ ଏକ ସାଧାରଣ ସଭା କରିବା ସହିତ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ୟ୍ୟକ୍ରମ ରହିଛି । ତେବେ ପ୍ରଧାନମନ୍ତ୍ରୀଙ୍କର ଗସ୍ତର କାର୍ୟ୍ୟସୂଚୀ ପ୍ରସ୍ତୁତ ହେଇନାହିଁ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ।