ଭୁବନେଶ୍ୱର : ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଆସନ୍ତା ଫେବ୍ରୁଆରୀ ୩ ତାରିଖରେ ଆସିବେ ପ୍ରଧାପନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଆଇଆଇଏମ୍ ସମ୍ବଲପୁର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ୟ୍ୟକ୍ରମ ରେ ଯୋଗ ଦେବାର କୁହାଯାଉଛି ।