ବିଜେଡିରୁ ନିଲମ୍ବିତ ହେଲେ ରୀନା ରାଣୀ ଖଟୁଆ

0

ଭୁବନେଶ୍ୱର: ବିଜେଡିରୁ ନିଲମ୍ବିତ ହେଲେ ରୀନା ରାଣୀ ଖଟୁଆ । ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନା ରାଣୀ ଖଟୁଆଙ୍କୁ ଦଳ ବହିସ୍କାର କରିଛି ।ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ନିଲମ୍ବିତ କରିଥିବା ସୂଚନା । ତାଙ୍କ ଦସ୍ତଖତରେ ଏହି ନିର୍ଦ୍ଦେଶାନାମା ଜାରି ହୋଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ତାଙ୍କୁ ନିଲମ୍ବନ କରାଯାଇଛି ।