ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

0

ନୂଆଦିଲ୍ଲୀ: ଶପଥ ନେଲେ ରେଖା । ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା ।

ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ହେଲେ ରେଖା । ପଦ ଗୋପନୀୟତାର ଶପଥ କରାଇଲେ ଉପରାଜ୍ୟପାଳ । ପ୍ରଧାନମନ୍ତ୍ରୀ ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହ ଉପସ୍ଥିତ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ମନ୍ତ୍ରିପରିଷଦ ଅନ୍ୟ ସଦସ୍ୟ ଉପସ୍ଥିତ ।

ଏନ୍ଡିଏ ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ । ଦିଲ୍ଲୀ ବିଜେପି ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ।